Pinned
ଯାଜପୁର ଜିଲ୍ଲାରେ ସ୍ୱତନ୍ତ୍ର ସଘନ ଭୋଟର ତାଲିକା ସଂଶୋଧନ(SIR) ପ୍ରକ୍ରିୟା ଆରମ୍ଭ ହେବାକୁ ଯାଉଛି। ଏହି ପରିପ୍ରେକ୍ଷୀରେ ଜିଲ୍ଲା ନିର୍ବାଚନ ଅଧିକାରୀ ତଥା ଜିଲ୍ଲାପାଳ ଶ୍ରୀ ଅମ୍ବର କୁମାର କର, ଜିଲ୍ଲାବାସୀଙ୍କ ଉଦ୍ଦେଶ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ଦେଇଛନ୍ତି।
#SIR2026 #JajpurDistrict #Odisha
















